Author: Industry Odisha

New Delhi, 31/01/2025: The Union Budget 2025 is shaping up to be a defining milestone for India’s energy sector, at a time when the country faces a dual challenge: meeting its growing energy demand while ensuring that energy solutions are sustainable and environmentally responsible. With climate change increasingly threatening global ecosystems and economies, India has a unique opportunity to recalibrate its energy strategy toward clean and renewable sources, including solar, wind, and emerging green technologies. The budget will likely play a pivotal role in shaping investments and policies that could determine the trajectory of India’s energy landscape for decades. India…

Read More

ଭୁବନେଶ୍ୱର: ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସେମାନଙ୍କ ପୁରୁଷ ପ୍ରତିପକ୍ଷଙ୍କ ସହିତ ସମକକ୍ଷ ହେବା ଆନନ୍ଦର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ କୃଷି କ୍ଷେତ୍ରରେ କାମ କରିବାଠାରୁ ଆରମ୍ଭ କରି କେବଳ ଯାତ୍ରୀବାହୀ ବିମାନ ନୁହେଁ ବରଂ ଯୁଦ୍ଧ ବିମାନ ଉଡ଼ାଇବା, ମହାକାଶକୁ ରକେଟ୍‌ ଉଡ଼ାଇବା, କ୍ରୀଡ଼ା କ୍ଷେତ୍ର ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ମହିଳାମାନେ ପ୍ରମାଣ କରିଛନ୍ତି ଯେ ପୁରୁଷମାନେ ଯାହା କରିପାରିବେ ମହିଳାମାନେ ମଧ୍ୟ ତାହା କରିପାରିବେ। ମହିଳାମାନଙ୍କ ମଧ୍ୟରେ ଥିବା କ୍ଷମତା କିମ୍ବା ପ୍ରତିଭା ବିଷୟରେ କେବେ ସନ୍ଦେହ ନଥିଲା। ଏକମାତ୍ର ଅଭାବ ହେଉଛି ସଠିକ୍‌ ‘ସୁଯୋଗ’। ମହିଳାମାନେ ବର୍ତ୍ତମାନ ପ୍ରଯୁକ୍ତିବିଦ୍ୟା ଏବଂ ଅର୍ଥନୀତିଠାରୁ ଉତ୍ପାଦନ ଏବଂ ନବସୃଜନ ଶକ୍ତି ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଅଗ୍ରଣୀ ଅଛନ୍ତି। ସଠିକ୍‌ ସୁଯୋଗ ମିଳିଲେ, ସେମାନେ କାମ କରିବାକୁ ବାଛିଥିବା ଯେକୌଣସି କ୍ଷେତ୍ରରେ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିପାରିବେ। ଉତ୍କର୍ଷ ଓଡ଼ିଶା…

Read More

ଭୁବନେଶ୍ଵର: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫। ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ ମହାକୁମ୍ଭ ‘ଉତ୍କର୍ଷ ଓଡ଼ିଶା’ ନୂଆ ଊର୍ଜା ଯୋଗାଇବ। ଆଜି ମୋଟ ୮ଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଫଳରେ ୩୬ଟି ୟୁନିଟରେ ₹୭୭୬୨ କୋଟି ଟଙ୍କାର ପୁଞ୍ଜି ନିବେଶ ସୁରକ୍ଷିତ ହୋଇଛି। ଏହା ଯୋଗୁଁ ରାଜ୍ୟରେ ୨୨୦୦୦ ପ୍ରତ୍ୟକ୍ଷ ଏବଂ ୬୬୦୦୦ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। “ଦ ଇମରଜିଙ୍ଗ ଡେଷ୍ଟିନେସନ ଫର ଟେକ୍ସଟାଇଲସ୍, ଆପାରେଲସ୍ ଆଣ୍ଡ ହାଣ୍ଡଲୁମସ୍” ଶୀର୍ଷକ ପ୍ରଥମ ଅଧିବେଶନରେ ମାନ୍ୟବର ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ତଥା ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଯୋଗ ଦେଇ କହିଥିଲେ ଉଦ୍ୟୋଗୀଙ୍କୁ ସୁହାଇବା ଭଳି ନୀତି, ଦୃଢ ଭିତ୍ତିଭୂମି, ଆବଶ୍ୟକୀୟ କଞ୍ଚାମାଲ, ଦକ୍ଷତାସମ୍ପନ୍ନ ମାନବ ସମ୍ବଳ, ସୁଦକ୍ଷ ବୁଣାକାର…

Read More

ଭୁବନେଶ୍ବର: ଭାରତର ସର୍ବବୃହତ ପୁଞ୍ଜିନିବେଶ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ୨୦୨୫ର ଦ୍ବିତୀୟ ଦିନରେ ବିକଶିତ ଓଡ଼ିଶା ପାଇଁ ଅକ୍ଷୟ ଶକ୍ତି ଏବଂ ଅକ୍ଷୟ ଶକ୍ତି ପାଇଁ ଉପକରଣ ଉତ୍ପାଦନ ନିମନ୍ତେ ଇକୋସିଷ୍ଟମ ସୃଷ୍ଟି କରିବା ବିଷୟବସ୍ତୁକୁ ନେଇ ଅଧିବେଶନ ଆୟୋଜିତ ହୋଇଯାଇଛି। ଅଧିବେଶନରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଉପସ୍ଥିତ ଥିବାବେଳେ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀ, ନିବେଶକ, ଛାତ୍ରଛାତ୍ରୀଙ୍କ ସମେତ ୩୦୦ରୁ ଅଧିକ ଅଂଶଗ୍ରହଣ କରିଥିଲେ। ଓଡ଼ିଶାର ସବୁଜ ଶକ୍ତିର ଭବିଷ୍ୟତକୁ ସଂରକ୍ଷିତ କରିବା ଏବଂ ଅକ୍ଷୟ ଶକ୍ତିର ଆକାଂକ୍ଷାକୁ ପୂରଣ କରିବା ଦିଗରେ ରାଜ୍ୟ ସରକାର ନିବେଶକମାନଙ୍କୁ ଆହ୍ବାନ କରୁଛନ୍ତି। ବିକଶିତ ଓଡ଼ିଶା ୨୦୪୭ର ଦୃଷ୍ଟିକୋଣକୁ ଆଧାର କରି ଓଡ଼ିଶା ରାଜ୍ୟ ଶକ୍ତି କ୍ଷେତ୍ରର ବିକାଶ ପାଇଁ ଏକ ବ୍ୟାପକ ଏବଂ ଭବିଷ୍ୟତ ଚିନ୍ତାଧାରର ଆଭିମୁଖ୍ୟ ଗ୍ରହଣ କରିଛି ବୋଲି ଉପମୁଖ୍ୟମନ୍ତ୍ରୀ ସିଂହ ଦେଓ ସୂଚନା ଦେଇଛନ୍ତି। ସେ ଆହୁରୀ ମଧ୍ୟ କହିଛନ୍ତି, ପରିବେଶ…

Read More

ଭୁବନେଶ୍ୱର: ଓଡ଼ିଶାକୁ ଏକ ସମୃଦ୍ଧ ଓ ଶିଳ୍ପୋନ୍ନତ ରାଜ୍ୟଭାବେ ଗଢ଼ି ତୋଳିବା ପାଇଁ ଆରମ୍ଭ ହୋଇଯାଇଛି ଉତ୍କର୍ଷ ଓଡ଼ିଶା-ମେକଇନ୍‌ ଓଡ଼ିଶା କନକ୍ଲେଭ। ଭୁବନେଶ୍ୱର ଜନତା ମଇଦାନଠାରେ ଆୟୋଜିତ ହେଉଥିବା ଏହି କନକ୍ଲେଭରେ ଦେଶ ବିଦେଶରୁ ଅନେକ ଶିଳ୍ପପତି ଓ ପୁଞ୍ଜିନିବେଶକମାନେ ଯୋଗ ଦେଇଛନ୍ତି। ଉତ୍କର୍ଷ ଓଡ଼ିଶା-ମେକଇନ୍‌ ଓଡ଼ିଶା କନକ୍ଲେଭର ଆଜି ଦ୍ଵିତୀୟ ଦିନରେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରରେ ନିବେଶର ବିଭିନ୍ନ ଦିଗ ଏବଂ ସୁଯୋଗକୁ ନେଇ ଏକ ଅଧିବେଶନର ଆୟୋଜନ କରାଯାଇଥିଲା। ଉକ୍ତ ଅଧିବେଶନରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ବିଭାଗର ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ପ୍ରଭାତୀ ପରିଡ଼ା କହିଥିଲେ ଯେ, କଳା, ଭାସ୍କର୍ଯ୍ୟ, ସ୍ଥାପତ୍ୟ,ଐତିହ୍ୟ ଏବଂ ସଂସ୍କୃତି ସମୃଦ୍ଧ ରାଜ୍ୟ ହେଉଛି ଆମ ଓଡ଼ିଶା। ମନ୍ଦିରମାଳିନୀ ରାଜ୍ୟ ଓଡ଼ିଶାରେ ବିଶ୍ୱ ପ୍ରସିଦ୍ଧ ଶ୍ରୀ ଜଗନ୍ନାଥଙ୍କ ମନ୍ଦିର, କୋଣାର୍କ ସୂର୍ଯ୍ୟମନ୍ଦିର, ଲିଙ୍ଗରାଜ ମନ୍ଦିର ଆଦି ଅନେକ ପ୍ରସିଦ୍ଧ ମନ୍ଦିର ରହିଛି। ଏଥିସହ ପ୍ରାକୃତିକ…

Read More

Bhubaneswar, 30/01/2025: The second day of the Utkarsh Odisha-Make in Odisha Conclave 2025 witnessed an engaging session at Janata Maidan, Bhubaneswar, focusing on the theme “Agri and Food Processing Industry – An Ecosystem for Sustainable and Inclusive Growth in Odisha.” The session brought together policymakers, industry leaders, and entrepreneurs, emphasizing the state’s potential in agriculture, allied sectors, and food processing. During the session, a total of 17 Memorandums of Understanding (MoUs) were signed, with investors committing to invest approximately Rs 1,279 crore in agriculture, food processing, and allied sectors. These investments are expected to significantly enhance Odisha’s agrarian ecosystem, boost…

Read More

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦୁଇଦିନ ଧରି ଚାଲିଥିବା ଉତ୍କର୍ଷ ଓଡ଼ିଶାର ଦ୍ୱିତୀୟ ଦିବସର ପ୍ରଥମ ଅଧିବେଶନରେ ‘କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ- ଓଡ଼ିଶାରେ ନିରନ୍ତର ଖାଦ୍ୟ ଓ ଅଭିବୃଦ୍ଧି’ ଶୀର୍ଷକ ଆଲୋଚନା ହୋଇଯାଇଛି । ଏହି ଅଧିବେଶନରେ ମୋଟ ୧୭ଟି ଏମ୍‌ଓୟୁ ସ୍ୱାକ୍ଷରିତ ହେବା ସହ ପ୍ରାୟ ୧୨୮୯ କୋଟି ଟଙ୍କାର ନିବେଶ ପାଇଁ ନିବେଶକମାନେ ସହମତି ପ୍ରଦାନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଅଧିବେଶନରେ ନିବେଶକମାନଙ୍କୁ ସମ୍ବୋଧିତ କରି କହିଥିଲେ ଯେ, ବିକଶିତ ଭାରତ ଲକ୍ଷ୍ୟକୁ ପୂରଣ କରିବା ପାଇଁ ଆମକୁ ବିକଶିତ ଓଡ଼ିଶା ଗଠନ କରିବାକୁ ହେବ। ଏଥିପାଇଁ ଜୈବିକ କୃଷି, ଜଳବାୟୁ ସହନଶୀଳ କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ଆବଶ୍ୟକ। କୃଷି କ୍ଷେତରୁ ବଜାର ମୂଲ୍ୟ ପର୍ଯ୍ୟନ୍ତ ସବୁଥିରେ ଅଭିବୃଦ୍ଧି ହେବା ଦରକାର। ତେଣୁ ଆପଣମାନେ ଓଡ଼ିଶାରେ, ବିଶେଷ…

Read More

ଭୁବନେଶ୍ଵର : ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଓଡ଼ିଶାର ପ୍ରଗତିରେ ଅଂଶୀଦାର ଥିବା ବେଦାନ୍ତ ଲିମିଟେଡ୍ ଭୁବନେଶ୍ଵରରେ ଆୟୋଜିତ ରାଜ୍ୟ ବିଶ୍ଵସ୍ତରୀୟ ନିବେଶ ଜନନ୍ସେଇ ଉତ୍କର୍ଷ ଓଡ଼ିଶାର ପ୍ରଥମ ଦିନରେ ଓଡିଶା ସରକାରଙ୍କ ସହ ୧ ଲକ୍ଷ କୋଟି ଟଙ୍କାର ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛି। ଉତ୍କର୍ଷ ଓଡ଼ିଶାର ଉଦ୍‌ଘାଟନୀ ଦିନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବେଦାନ୍ତ ଲିମିଟେଡର ଅଧକ୍ଷ ଅନିଲ ଅଗ୍ରୱାଲଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା। ସମଗ୍ର ରାଜ୍ୟରେ ବିଶ୍ଵସ୍ତରୀୟ ଆଲୁମିନିୟମ ଉତ୍ପାଦନ କାରଖାନା ପ୍ରତିଷ୍ଠା ଓ ନିରନ୍ତର ବିକାଶକୁ ପ୍ରୋତ୍ସାହନ ଦେଇ ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିକୁ ତ୍ୱରାନ୍ଵିତ କରିବା ଏହି ପରିବର୍ତନକାରୀ ପ୍ରତିବଦ୍ଧତାର ଲକ୍ଷ୍ୟ। ଏହି ସହଭାଗିତା ମଧ୍ୟରେ ବାର୍ଷିକ ୩ ନିୟୁତ ଟନ୍ ଆଲୁମିନିୟମ ପ୍ଲାଣ୍ଟ ଏବଂ ଆଲୁମିନିୟମ ପାର୍କର ବିକାଶ ଅନ୍ତର୍ଭୁକ୍ତ ରହିଛି ଯାହା ଆଲୁମିନିୟମ୍ ଉତ୍ପାଦର ଡାଉନଷ୍ଟ୍ରିମ୍ ଉତ୍ପାଦନକାରୀଙ୍କ ପାଇଁ ଏକ ପ୍ରମୁଖ କେନ୍ଦ୍ର ଭାବେ…

Read More

Bhubaneswar, Odisha, 29/01/2025: A recent study conducted by the Geological Survey of India (GSI) has revealed the presence of lithium deposits in certain districts of Odisha, according to senior GSI officials. Lithium, a critical metal widely used in battery production, glass manufacturing, and aluminum products, has so far been primarily reported in regions of Karnataka and Jammu and Kashmir. The discovery in Odisha marks a significant step toward strengthening India’s domestic supply of this essential mineral, which is increasingly vital for renewable energy and electric vehicle (EV) technologies. The announcement came as attendees prepared for the two-day National Mines Ministers’…

Read More

Konark, Odisha, January 2025: Union Minister G. Kishan Reddy expressed strong optimism that India is poised to become a global leader in critical minerals, coinciding with the launch of the National Critical Mineral Mission (CMM). The initiative is aimed at boosting domestic production, reducing import dependence, and promoting offshore mining, marking a strategic step toward resource self-reliance. Speaking at the 3rd National Mining Ministers’ Conference in Konark, attended by dignitaries including Odisha Chief Minister Mohan Charan Majhi, Reddy emphasized, “India will be the global destination for critical minerals.” The CMM, awaiting Union Cabinet approval, is designed to introduce India’s first-ever…

Read More